କମ୍ପାନୀମାନଙ୍କର ବାସ୍ତବ ଚିତ୍ର ଆକଳନ କଲେ ଜଣାପଡ଼େ ଯେ, ୧୮୪ଟି ସଂଗଠନ ପିଡବ୍ଲୁଡ଼ିଙ୍କ ଅଂଶଗ୍ରହଣ ବଢ଼ାଇଥିବା ବେଳେ ୨୪୭ଟି ସଂଗଠନରେ ନିଯୁକ୍ତି କମିଛି ଏବଂ ୨୧୨ଟି କମ୍ପାନୀରେ ଗତ ଦୁଇ ବର୍ଷ ଧରି ଜଣେ ହେଲେ ପିଡବ୍ଲୁଡ଼ି କର୍ମଚାରୀ ନାହାନ୍ତି।
Search
କମ୍ପାନୀମାନଙ୍କର ବାସ୍ତବ ଚିତ୍ର ଆକଳନ କଲେ ଜଣାପଡ଼େ ଯେ, ୧୮୪ଟି ସଂଗଠନ ପିଡବ୍ଲୁଡ଼ିଙ୍କ ଅଂଶଗ୍ରହଣ ବଢ଼ାଇଥିବା ବେଳେ ୨୪୭ଟି ସଂଗଠନରେ ନିଯୁକ୍ତି କମିଛି ଏବଂ ୨୧୨ଟି କମ୍ପାନୀରେ ଗତ ଦୁଇ ବର୍ଷ ଧରି ଜଣେ ହେଲେ ପିଡବ୍ଲୁଡ଼ି କର୍ମଚାରୀ ନାହାନ୍ତି।
କେବଳ ସରକାରଙ୍କ ଆନ୍ତରିକତା ଅଭାବ ଯୋଗୁଁ ଓଡ଼ିଶାର ଲକ୍ଷାଧିକ ଭିନ୍ନକ୍ଷମ ନିଜ ଅଧିକାରରୁ ବଞ୍ଚିତ ହେଉଛନ୍ତି । ଅଦାଲତଙ୍କ ନିର୍ଦ୍ଦେଶକୁ ମଧ୍ୟ ପାଳନ କରାଯାଉନାହିଁ । ଏହା ବିରୋଧରେ ଆମେ ଏକ୍ଜୁଟ ହୋଇ ରାସ୍ତାକୁ ଓହ୍ଲାଇବୁ । ଆମର ସାମ୍ବିଧାନିକ ଅଧିକାରକୁ ଆଉ କ୍ଷୁର୍ଣ୍ଣ ହେବାକୁ ଦେବୁ ନାହିଁ ।
ଯୋଜନା ସମ୍ପୂର୍ଣ୍ଣ ଅନଲାଇନ୍ ହେବା ପରେ କୃଷକମାନଙ୍କୁ ଆଉ ବାରମ୍ବାର ତହସିଲ୍ କିମ୍ବା ଜିଲ୍ଲା କାର୍ଯ୍ୟାଳୟକୁ ଦୌଡ଼ିବାକୁ ପଡ଼ିବ ନାହିଁ, ଯାହାଫଳରେ ଦୁର୍ନୀତିର ସମ୍ଭାବନା ହ୍ରାସ ପାଇବ । ଏହି ପୋର୍ଟାଲ୍ ମାଧ୍ୟମରେ ଆବେଦନ ପ୍ରକ୍ରିୟାଠାରୁ ଆରମ୍ଭ କରି ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଅର୍ଥ ହସ୍ତାନ୍ତର ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ସୁବିଧାଜନକ ଭାବେ ହେବ ବୋଲି ବିଜ୍ଞପ୍ତିରେ କୁହାଯାଇଛି ।
ଏହାକୁ ଦୃଷ୍ଟିରେ ରଖି ଆଗାମୀ ବଜେଟ୍ ରେ ଏଥିପାଇଁ ଯଥେଷ୍ଟ ଅଧିକ ପ୍ରାବଧାନ ରଖିବା ସହ ଏହାର ସମୟାନୁଯାୟୀ ଓ ସାର୍ଥକ ବିନିଯୋଗ ଉପରେ ସରକାର ପ୍ରାଧାନ୍ୟ ଦେବା ଉଚିତ୍ । ଦିବ୍ୟାଂଗଜନ ବଜେଟ୍କୁ ବିକଳାଙ୍ଗ ନ କରି ଏହାକୁ ସାମର୍ଥ୍ୟବାନ କରିବା ଦିଗରେ ବଜେଟ୍ର ଗୁରୁତ୍ୱ ପ୍ରଦାନ ଏକାନ୍ତ ବାଞ୍ଛନୀୟ ।
ମୋଟ୍ ଉପରେ ଦେଖିବାକୁ ଗଲେ ଚଳିତ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ର ଦିବ୍ୟାଙ୍ଗ ବର୍ଗଙ୍କ ପ୍ରତି ପ୍ରଭାବ ମୁଖ୍ୟତଃ ପରୋକ୍ଷ । ଦିବ୍ୟାଙ୍ଗମାନଙ୍କ ପାଇଁ ଜରୁରୀ ରହିଥିବା ଆହ୍ୱାନପ୍ରଦ କ୍ଷେତ୍ରଗୁଡ଼ିକରେ ସୁନିର୍ଦ୍ଧିଷ୍ଟ ହସ୍ତକ୍ଷେପ ପରି ଯୋଜନାର ଅଭାବ ଏଥିରେ ପରିଲକ୍ଷିତ ହୋଇଛି ।