Tag: ଅନ୍ୟାନ୍ୟ

Home / ଅନ୍ୟାନ୍ୟ
Autism Spectrum Disorder: 21st Century's New Challenge

ଅଟିଜିମ୍ ସ୍ପେକଟ୍ରମ୍ ଡିସଅର୍ଡର୍ (Autism Spectrum Disorder) ଏକ ସ୍ନାୟୁଗତ ବିକାଶ ଜନିତ ସ୍ଥିତି । ବିଗତ କିଛି ବର୍ଷ ମଧ୍ୟରେ ଅଟିଜିମ୍ ସମ୍ପର୍କରେ …

New Stream in Denial of Disability: Combined Effort of Technology, Humanity, and Social Justice

ଦିବ୍ୟାଙ୍ଗତାକୁ ସମ୍ବୋଧିତ କରିବାର ନୂତନ ପଥ ଏକ ବ୍ୟାପକ ଏବଂ ଅନ୍ତର୍ଭୁକ୍ତିକାରୀ (Inclusive) ଦୃଷ୍ଟିକୋଣକୁ ଗ୍ରହଣ କରେ । ଏହା କେବଳ ବ୍ୟକ୍ତିବିଶେଷଙ୍କର କ୍ଷତିପୂରଣ …

ଯେଉଁମାନେ କାମ କରିବା ସ୍ଥିତିରେ ଥିଲେ ସେମାନଙ୍କୁ ରୋଜଗାର ପ୍ରଦାନ ଉଦ୍ଦେଶ୍ୟରେ କୁଷ୍ଠାଶ୍ରମ ପରିସରରେ ଜୋତା କାରଖାନା, ତନ୍ତବୁଣା ଆଦି ବ୍ୟବସ୍ଥା କରାଯାଇଥିଲା । …

ସେରେବ୍ରାଲ ପାଲସି ହେଉଛି ଏକ ସ୍ନାୟୁଗତ ବ୍ୟାଧି ଯାହା ପିଲାମାନଙ୍କର ଶାରୀରିକ ଗତିବିଧି ଏବଂ ଚାଲିବାର କ୍ଷମତାକୁ ପ୍ରଭାବିତ କରିଥାଏ । ବାସ୍ତବରେ, ସେରେବ୍ରାଲ …

୍ରୋସ୍ଥେଟିକ୍ସର ପ୍ରମାଣ ପ୍ରାଚୀନ ସଭ୍ୟତାରୁ ମିଳିଆସିଛି, ଯାହାର ଉଦାହରଣ ମିଶରୀୟ ମମି ଏବଂ ଗ୍ରୀକ୍/ରୋମାନ୍ କଳାକୃତିରେ ମିଳିଛି । ପ୍ରାଚୀନ ମିଶରର ‘କାଇରୋ ଟୋ’ …

ହୃଦଘାତ ସାଂପ୍ରତିକ ମଣିଷକୁ ବର୍ତ୍ତମାନ ସବୁଠାରୁ ଆତଙ୍କଗ୍ରସ୍ତ କରି ରଖିଥିବା ଅପ୍ରତ୍ୟାଶିତ ରୋଗ ରୂପେ ପରିଗଣିତ । କେବଳ ସାଧାରଣ ଲୋକ ନୁହଁନ୍ତି ଅଧିକନ୍ତୁ, …

ଅଟିଜିମ୍ ଆକ୍ରାନ୍ତ ପିଲାମାନେ ସୁସ୍ଥ ସବଳ ଦେଖାଯାଇଥାଆନ୍ତି; ମାତ୍ର ମସ୍ତିଷ୍କର (ସ୍ନାୟୁ-ନ୍ୟୁରୋଲୋଜିକାଲ୍) ଗଠନ ବା ଆଘାତ ହେତୁ ଏବଂ କେତେକ ବିଶେଷ ଅସୁବିଧା କାରଣରୁ …

କିପରି ବୁଝିବା ହୃଦ୍ ରୋଗ ଓ ମେରୁଦଣ୍ଡର ଯତ୍ନ?

ହୃଦଘାତ ସାଂପ୍ରତିକ ମଣିଷକୁ ବର୍ତ୍ତମାନ ସବୁଠାରୁ ଆତଙ୍କଗ୍ରସ୍ତ କରି ରଖିଥିବା ଅପ୍ରତ୍ୟାଶିତ ରୋଗ ରୂପେ ପରିଗଣିତ । କେବଳ ସାଧାରଣ ଲୋକ ନୁହଁନ୍ତି ଅଧିକନ୍ତୁ, ଅନ୍ୟ ଯେକୌଣସି ରୋଗ ଦ୍ୱାରା କବଳିତ ବା ଅର୍ଦ୍ଧ...

ଅଟିଜିମ୍ ର ବିଜୟୀ ବୀର ସାର୍ଥକର ସାର୍ଥକତା

ଅଟିଜିମ୍, ଏଡ଼ି ଏଚ୍ ଡି, ଏଏସ୍ଡ଼ି, ଡାଉନ୍ ସିନଡ୍ରମ୍ ସେରେବ୍ରାଲ ପାଲସି ଏସବୁ ଶବ୍ଦ ଶିଶୁ କ୍ଷେତ୍ରରେ ଏକ ବ୍ୟତିକ୍ରମ ଏବଂ ଶୁଣିଲା ବେଳେ ମନ ଭିତରେ ଅନେକ ଦ୍ୱନ୍ଦ୍ୱ, ନିରାଶ ଭାବନା ଓ...

କିପରି ସରଳ ଭାବରେ ବୁଝିବା ଅଟିଜିମ୍?

ଅଟିଜିମ୍ ଆକ୍ରାନ୍ତ ପିଲାମାନେ ସୁସ୍ଥ ସବଳ ଦେଖାଯାଇଥାଆନ୍ତି; ମାତ୍ର ମସ୍ତିଷ୍କର (ସ୍ନାୟୁ-ନ୍ୟୁରୋଲୋଜିକାଲ୍) ଗଠନ ବା ଆଘାତ ହେତୁ ଏବଂ କେତେକ ବିଶେଷ ଅସୁବିଧା କାରଣରୁ ସେମାନଙ୍କଠାରେ ଅକ୍ଷମତା ଦେଖାଦେଇଥାଏ । ମସ୍ତିଷ୍କର ସ୍ନାୟବିକ ଅସୁବିଧା...

କ୍ରୀଡା କ୍ଷେତ୍ରରେ ବି କମ୍ ନୁହଁନ୍ତି ଦିବ୍ୟାଙ୍ଗ ନାରୀ

ଇଚ୍ଛାଶକ୍ତି ଓ ଦୃଢ଼ ମନୋବଳ ଦ୍ୱାରା ଅସମ୍ଭବ ସମ୍ଭବରେ ପରିଣତ ହୋଇପାରେ । ଏହାର ଜ୍ୱଳନ୍ତ ପ୍ରମାଣ ସି୍ରା ପ୍ରିୟଦର୍ଶିନୀଙ୍କଠାରେ ଦେଖିବାକୁ ମିଳିଛି । ସମାଜ ଆଖିରେ ଭିନ୍ନକ୍ଷମ ଦୃଷ୍ଟିକୋଣକୁ ଭୁଲ ପ୍ରମାଣିତ କରିାରିଛନ୍ତି...

ବୀରତ୍ୱରେ ପଛରେ ନାହାନ୍ତି ଦିବ୍ୟାଙ୍ଗ, ହାତ ଗୋଡ ନ ଥାଇବି ଲଢ଼ିପାରନ୍ତି ଯୁଦ୍ଧ

ଶୁଣିଲେ କାନକୁ ଅବିଶ୍ୱାସ ଲାଗିପାରେ ! ମାତ୍ର ଦେଶପ୍ରେମ ଆଗରେ ନିଜର ଯନ୍ତ୍ରଣା ଓ ଅସାମର୍ଥ୍ୟତାକୁ ଯୁଦ୍ଧଯଜ୍ଞରେ ଆହୂତି ଦେଇ ଅଶ୍ରୁତପୂର୍ବ ସାହସର ନିଦର୍ଶନ ଦେଖାଇଛନ୍ତି ୟୁକ୍ରେନ ସୈନ୍ୟ । ଯୁଦ୍ଧରେ ଆହତ କିଛି...