Tag: ଦିବ୍ୟାଙ୍ଗଜନ ବଜେଟ୍ ବିକୃତ ନ ହେଉ

Home / ଦିବ୍ୟାଙ୍ଗଜନ ବଜେଟ୍ ବିକୃତ ନ ହେଉ

ଦିବ୍ୟାଙ୍ଗଜନ ବଜେଟ୍ ବିକୃତ ନ ହେଉ

ଏହାକୁ ଦୃଷ୍ଟିରେ ରଖି ଆଗାମୀ ବଜେଟ୍ ରେ ଏଥିପାଇଁ ଯଥେଷ୍ଟ ଅଧିକ ପ୍ରାବଧାନ ରଖିବା ସହ ଏହାର ସମୟାନୁଯାୟୀ ଓ ସାର୍ଥକ ବିନିଯୋଗ ଉପରେ ସରକାର ପ୍ରାଧାନ୍ୟ ଦେବା ଉଚିତ୍ । ଦିବ୍ୟାଂଗଜନ ବଜେଟ୍‌କୁ ବିକଳାଙ୍ଗ ନ କରି ଏହାକୁ ସାମର୍ଥ୍ୟବାନ କରିବା ଦିଗରେ ବଜେଟ୍‌ର ଗୁରୁତ୍ୱ ପ୍ରଦାନ ଏକାନ୍ତ ବାଞ୍ଛନୀୟ ।