Light at the end of Darkness : Two recent inspiring stories. First Visually Impaired man gets PhD from AMU April 12,4:20 AM By ପୁନର୍ବାସ ସମାଚାର In News & Views
ଅନ୍ୟାନ୍ୟଅଟିଜିମ୍ ସ୍ପେକଟ୍ରମ୍ ଡିସଅର୍ଡର୍ : ଏକବିଂଶ ଶତାବ୍ଦୀର ନୂତନ ଆହ୍ୱାନ୍ଅଟିଜିମ୍ ସ୍ପେକଟ୍ରମ୍ ଡିସଅର୍ଡର୍ (Autism Spectrum Disorder) ଏକ ସ୍ନାୟୁଗତ ବିକାଶ ଜନିତ ସ୍ଥିତି । ବିଗତ କିଛି ବର୍ଷ ମଧ୍ୟରେ ଅଟିଜିମ୍ ସମ୍ପର୍କରେ ସଚେତନତା ବୃଦ୍ଧି ପାଇଥିଲେ ମଧ୍ୟ, ବର୍ତ୍ତମାନ ସମୟରେ ଏହି...
ଅନ୍ୟାନ୍ୟଦିବ୍ୟାଙ୍ଗତା ନିରାକରଣ କ୍ଷେତ୍ରରେ ନୂତନ ଧାରା: ପ୍ରଯୁକ୍ତିବିଦ୍ୟା, ମାନବିକତା ଏବଂ ସାମାଜିକ ନ୍ୟାୟର ମିଳିତ ପ୍ରୟାସଦିବ୍ୟାଙ୍ଗତାକୁ ସମ୍ବୋଧିତ କରିବାର ନୂତନ ପଥ ଏକ ବ୍ୟାପକ ଏବଂ ଅନ୍ତର୍ଭୁକ୍ତିକାରୀ (Inclusive) ଦୃଷ୍ଟିକୋଣକୁ ଗ୍ରହଣ କରେ । ଏହା କେବଳ ବ୍ୟକ୍ତିବିଶେଷଙ୍କର କ୍ଷତିପୂରଣ ଉପରେ ଗୁରୁତ୍ଵ ନ ଦେଇ, ସେମାନଙ୍କର ସମ୍ଭାବନାକୁ (Potential)...
ସଫଳ ଦୃଷ୍ଟାନ୍ତବରଫ ତରଳିବା ଆରମ୍ଭ କରିଛି…ଦିବ୍ୟାଙ୍ଗଙ୍କ ପ୍ରତି ଦୃଷ୍ଟି ବଦଳୁଛିଖୁବ୍ ଛୋଟ ବୟସରୁ ପୋଲିଓଗ୍ରସ୍ଥ ହୋଇ ଶାରୀରିକ ଭାବେ ଚଳନଶକ୍ତି ବାଧିତ ହୋଇଥିଲେ ସତ, କିନ୍ତୁ ନିଜର ଦୃଢ ମନୋବଳ ଓ ମେଧାଶକ୍ତିର ବିନିମୟରେ ଯେଉଁ ସଂଖ୍ୟାଧିକ ଗବେଷଣା ନିଃସୃତ ନିଦର୍ଶନ ସୃଷ୍ଟି କରି...
ବିଶେଷ ପ୍ରସଙ୍ଗଜୀବନଶୈଳୀ ଜନିତ ମେରୁଦଣ୍ଡ ସମସ୍ୟା ଓ କ୍ରମବର୍ଦ୍ଧିଷ୍ଣୁ ଅକ୍ଷମତାମେରୁଦଣ୍ଡର ଅନେକ ସମସ୍ୟା ମଧ୍ୟରେ, ପିଠି ଯନ୍ତ୍ରଣା ସବୁଠାରୁ ସାଧାରଣ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆକଳନ କରିଛି ଯେ ପ୍ରାୟ ୬୧୯ ନିୟୁତ ଲୋକ ପିଠି ଯନ୍ତ୍ରଣା ସହିତ ବଞ୍ଚନ୍ତି। ଏହା ମଧ୍ୟ ଅକ୍ଷମତାର...
ଭିନ୍ନସ୍ତମ୍ଭନୂତନ ଭିନ୍ନକ୍ଷମ ଆଇନ୍ ଓ ଆହ୍ୱାନଏହି ନୂତନ ଆଇନ୍ ପ୍ରଣୟନର ଏକ ଦଶନ୍ଧି ସନ୍ନିକଟ ଯାତ୍ରାର ନିକଟବର୍ତ୍ତୀ ହୋଇ ମଧ୍ୟ ତାହାର ସୁଫଳ ଓ ପ୍ରଭାବର ଆଶାନୁରୂପକ ଲକ୍ଷ୍ୟଠାରୁ ତଥାପି ଆମେ ବହୁ ଦୂରରେ ।