Redefining Disability: A Question of Aesthetics Redefining Disability: A Question of Aesthetics June 15,12:28 PM By ପୁନର୍ବାସ ସମାଚାର In News & Views
ଖବରଝୁଲିରହିଛି ଉପଖଣ୍ଡ ଡାକ୍ତରଖାନାରେ ଦିବ୍ୟାଙ୍ଗଙ୍କ ପାଇଁ ମେଡିକାଲ ବୋର୍ଡର ପ୍ରସ୍ତାବ ଶୀଘ୍ର କାର୍ଯ୍ୟକାରିତା ପାଇଁ ଭିନ୍ନକ୍ଷମ ସଂଘଠନର ଦାବିଲୋକଙ୍କ ସମସ୍ୟା ତଥା ପଡ଼ି ରହିଥିବା ଲକ୍ଷାଧିକ ଆବେଦନକୁ ଦୃଷ୍ଟିରେ ରଖି ଉପଖଣ୍ଡ ଚିକିତ୍ସାଳୟରେ ୟୁଡିଆଇଡି କାର୍ଡ ବଣ୍ଟନ ଆରମ୍ଭ କରିବାକୁ ଚଳିତ ଜୁଲାଇ ମାସରେ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ (ଏସ୍ଏସ୍ଇପିଡି) ବିଭାଗ...
ଖବରଅନ୍ଧତ୍ୱ ମୁକ୍ତ କରୁଛନ୍ତି ମୃତକସୂଚନା ଅନୁସାରେ ୨୦୦୭ରୁ ୨୦୧୭ମଧ୍ୟରେ ୫, ୭୧୪ ସ୍ଵଚ୍ଛପଟଳ ସଂଗ୍ରହ କରାଯାଇଥିବାବେଳେ ୪୭୯୫ ଜଣ ଏଥିଯୋଗୁଁ ଉପକୃତ ହୋଇଛନ୍ତି । ସେହିପରି ଆରମ୍ଭରୁ ଗତ ଜୁଲାଇ ୨୦୨୫ ସୁଦ୍ଧା ମୋଟ ପ୍ରାୟ ୧୯ ହଜାର...
ଖବରଅକ୍ଷମତାର ନୂଆ ଆତଙ୍କ: ପାର୍କିନସନ ରୋଗ୨୦୨୧ରେ ଯେତେ ସଂଖ୍ୟକ ପାର୍କିନସନ ରୋଗୀ ଥିଲେ ୨୦୫୦ ବେଳକୁ ତାହା ୧୧୨% ବୃଦ୍ଧି ପାଇବ ବୋଲି ବ୍ରିଟିଶ ମେଡିକାଲ ଜର୍ଣ୍ଣାଲରେ ପ୍ରକାଶ ପାଇଛି । ସୁତରାଂ ପାର୍କିନସନ ରୋଗୀଙ୍କ ସଂଖ୍ୟା ବଢ଼ିବା ଫଳରେ...
ଖବର୦-୬ ବର୍ଷ ବୟସର ଭିନ୍ନକ୍ଷମ ପିଲାମାନଙ୍କ ପ୍ରାଥମିକ ଚିହ୍ନଟ ପାଇଁ ବ୍ୟାପକ ସର୍ଭେ ଆରମ୍ଭସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମବ୍ୟକ୍ତିଙ୍କ ସଶକ୍ତିକରଣ (ଏସଏସଇପିଡି) ବିଭାଗ ଦ୍ଵାରା ଘୋଷଣା କରାଯାଇଥିବା ଏହି ପଦକ୍ଷେପ ଭିନ୍ନକ୍ଷମବ୍ୟକ୍ତିଙ୍କ ଅଧିକାର (ଆରପିଡବ୍ଲୁଡି) ଆଇନ, ୨୦୧୬ ଅନୁଯାୟୀ ପରିଭାଷିତ ସମସ୍ତ ୨୧ ପ୍ରକାରର ଅକ୍ଷମତାକୁ ଅନ୍ତର୍ଭୁକ୍ତ କରିବ...
ଖବରଉଚ୍ଚ-ସହାୟତା ଅକ୍ଷମତା ଥିବା ବ୍ୟକ୍ତିମାନଙ୍କୁ ମିଳିବ ୪୦,୦୦୦ ଟଙ୍କାର ସହାୟତାଗୋଆ ସରକାର ଗୁରୁତର ଭିନ୍ନକ୍ଷମ ବର୍ଗର ବ୍ୟକ୍ତିବିଶେଷମାନଙ୍କ ନିମନ୍ତେ ଏକ ଆର୍ଥିକ ସହାୟତା ଯୋଜନା ପ୍ରଚଳନ କରିଛନ୍ତି । ଏହି ଯୋଜନାରେ ଉଚ୍ଚ-ସହାୟତା ଅକ୍ଷମତା ଥିବା ବ୍ୟକ୍ତିମାନଙ୍କୁ ଏକକାଳୀନ ସହାୟତା ରାଶି ଭାବରେ ୪୦,୦୦୦...